ମୁଁ ଆସନ୍ତାକାଲି, ୨୦ ଜୁନରେ ଓଡ଼ିଶାର ମୟୂରଭଞ୍ଜରେ ରହିବି। ଏହି ଗସ୍ତ ଉଲ୍ଲେଖନୀୟ ହେବ କାରଣ ରାଷ୍ଟ୍ରପତି ଜୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ମୟୂରଭଞ୍ଜ ମଧ୍ୟ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀଙ୍କ ଗୃହ ଜିଲ୍ଲା।
ରାଷ୍ଟ୍ରପତି ଜୀ ଏବଂ ମୁଁ ପାହାଡପୁର ଗାଁକୁ ଯିବୁ ଏବଂ ତାହା ପରେ ଆମେ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେବୁ। ୪୭,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଅଥବା
ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ।
@rashtrapatibhvn